Leviticus 24:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କୁ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣ, ପୁଣି ଯେଉଁମାନେ ତା'ର କଥା ଶୁଣିଲେ, ସମାନେେ ସମସ୍ତେ ଅଭିଶାପ ଦଇେଥିବା ବ୍ଯକ୍ତିର ମସ୍ତକରେ ହାତ ଦିଅନ୍ତୁ। ତା'ପରେ ଲୋକମାନେ ତାକୁ ପଥର ମାରି ହତ୍ଯା କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକ ଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ତଳୀ ପଥର ମାରି ତାହାକୁ ବଧ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁଙ୍କୁ ଅଭିଶାପ ଦେଇଥିବା ଲୋକକୁ ଛାଉଣି ବାହାରକୁ ଆଣ, ପୁଣି ଯେଉଁମାନେ ତା’ର କଥା ଶୁଣିଲେ, ସେମାନେ ସମସ୍ତେ ଅଭିଶାପ ଦେଇଥିବା ବ୍ୟକ୍ତିର ମସ୍ତକରେ ହାତ ଦିଅନ୍ତୁ। ତା’ପରେ ଲୋକମାନେ ତାକୁ ପଥର ମାରି ହତ୍ୟା କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
“ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।