Leviticus 24:15 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କୁହ ଯେ କହେି ଆପଣା ପରମେଶ୍ବରଙ୍କୁ ଅଭିଶାପ ଦିଏ, ସେ ଆପଣା ପାପ ବହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେ କେହି ଆପଣା ପରମେଶ୍ଵରଙ୍କୁ ଶାପ ଦିଏ, ସେ ଆପଣା ପାପ ବହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କୁହ ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ପାପ ବହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ।
Recommended Reading