Leviticus 24:16 — Compare Translations
5 translations compared side by side
Odia - 1840
"ଯେ କହେି ଆପଣା ସଦାପ୍ରଭୁଙ୍କ ନାମ ରେ ନିନ୍ଦା କରେ ସେ ଅବଶ୍ଯ ହତ ହବେ। ସମସ୍ତ ମଣ୍ଡଳୀ ତାହାକୁ ପଥର ମାରି ବଧ କରିବେ। ବିଦେଶୀ ହେଉ କି ସ୍ବଦେଶୀ ହେଉ, ସଦାପ୍ରଭୁଙ୍କୁ ନିନ୍ଦା କଲେ ହତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେ କେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ତଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ଵଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେକେହି ଆପଣା ସଦାପ୍ରଭୁଙ୍କ ନାମରେ ନିନ୍ଦା କରେ ସେ ଅବଶ୍ୟ ହତ ହେବ। ସମସ୍ତ ମଣ୍ଡଳୀ ତାହାକୁ ପଥର ମାରି ବଧ କରିବେ। ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କୁ ନିନ୍ଦା କଲେ ହତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ।