Leviticus 24:17 — Compare Translations
5 translations compared side by side
Odia - 1840
"ଆଉ ଯେଉଁ ଲୋକ ଅନ୍ୟ ଲୋକଙ୍କୁ ହତ୍ଯା କରେ ସେ ନିଶ୍ଚଯ ହତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେ କେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ;
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯେଉଁ ଲୋକ ଅନ୍ୟ ଲୋକଙ୍କୁ ହତ୍ୟା କରେ ସେ ନିଶ୍ଚୟ ହତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେକେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେକେହି କୌଣସି ମନୁଷ୍ୟକୁ ପ୍ରାଣାନ୍ତକ ଆଘାତ କରେ, ସେ ନିଶ୍ଚୟ ହତ ହେବ।