Leviticus 24:18 — Compare Translations
5 translations compared side by side
Odia - 1840
"ୟିଏ କହେି କୌଣସି ପଶୁକୁ ହତ୍ଯା କରେ ସେ ମାରିଥିବା ପଶୁର ପ୍ରାଣ ଫରୋଇ ଆଣି ତା'ର କ୍ଷତିପୂରଣ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେ କେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ ।
Odia Bible ERV 2004 (ପବିତ୍ର ବାଇବଲ)
ଯେକେହି କୌଣସି ପଶୁକୁ ହତ୍ୟା କରେ ସେ ମାରିଥିବା ପଶୁର ପ୍ରାଣ ଫେରାଇ ଆଣି ତା’ର କ୍ଷତିପୂରଣ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ।