Leviticus 24:19 — Compare Translations

5 translations compared side by side

Odia - 1840
"ଯଦି କୌଣସି ବ୍ଯକ୍ତି ନିଜ ପ୍ରତିବେଶୀକୁ ଆଘାତ କରେ, ତବେେ ସମପରିମାଣର ଆଘାତ ସହେି ଲୋକକୁ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କୌଣସି ମନୁଷ୍ୟ ଯେବେ ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେପରି ତାହା ପ୍ରତି କରାଯିବ
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି ବ୍ୟକ୍ତି ନିଜ ପ୍ରତିବାସୀକୁ ଆଘାତ କରେ, ତେବେ ସମପରିମାଣର ଆଘାତ ସେହି ଲୋକକୁ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ।