Leviticus 24:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ଇଶ୍ରାଯଲ ସନ୍ତାନଗଣଙ୍କୁ ଏହି ଆଜ୍ଞା ଦିଅ। ସମାନେେ ପ୍ରତିଦିନ ପ୍ରଦୀପ ଜ୍ବଳନ ପାଇଁ ତୁମ୍ଭ ନିକଟକୁ ନିର୍ମଳ ଭାବେ ପଷୋ ୟାଇଥିବା ଜୀତ ତୈଳ ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ଵଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଏହି ଆଜ୍ଞା ଦିଅ। ସେମାନେ ପ୍ରତିଦିନ ପ୍ରଦୀପ ଜ୍ୱଳନ ପାଇଁ ତୁମ୍ଭ ନିକଟକୁ ନିର୍ମଳ ଭାବେ ପେଷା ଯାଇଥିବା ଜୀତ ତୈଳ ଆଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ୱଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ୱଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ।