Leviticus 24:20 — Compare Translations
5 translations compared side by side
Odia - 1840
"କ୍ଷତ ବଦଳ ରେ କ୍ଷତ, ତକ୍ଷୁ ବଦଳ ରେ ଚକ୍ଷୁ, ଦାନ୍ତ ବଦଳ ରେ ଦାନ୍ତ, ମନୁଷ୍ଯ ଶରୀର ରେ ୟିଏ ଯେଉଁପରି ଆଘାତ କରିଅଛି ତାହାପ୍ରତି ସହେି ପ୍ରକାର ଆଘାତ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
କ୍ଷତ ବଦଳରେ କ୍ଷତ, ଚକ୍ଷୁ ବଦଳରେ ଚକ୍ଷୁ, ଦାନ୍ତ ବଦଳରେ ଦାନ୍ତ, ମନୁଷ୍ୟ ଶରୀରରେ ଯିଏ ଯେଉଁପରି ଆଘାତ କରିଅଛି ତାହା ପ୍ରତି ସେହି ପ୍ରକାର ଆଘାତ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ।
Odia IRV 2017 (ଓଡିଆ ବାଇବେଲ)
କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ।