Leviticus 24:21 — Compare Translations

5 translations compared side by side

Odia - 1840
"ଜଣେ ଯଦି ପଶୁ ବଧ କରେ, ତବେେ ସେ ତାହାର ପରିଶାଧେ କରିବ, ମାତ୍ର ଜଣେ ଲୋକ ଯଦି ଅନ୍ୟ ଜଣେ ଲୋକକୁ ହତ୍ଯା କରେ, ତବେେ ସେ ହତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଯଦି ପଶୁ ବଧ କରେ, ତେବେ ସେ ତାହାର ପରିଶୋଧ କରିବ, ମାତ୍ର ଜଣେ ଲୋକ ଯଦି ଅନ୍ୟ ଜଣେ ଲୋକକୁ ହତ୍ୟା କରେ, ତେବେ ସେ ହତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ।