Leviticus 24:22 — Compare Translations
5 translations compared side by side
Odia - 1840
"ବିଦେଶୀ ହେଉ କି ସ୍ବଦେଶୀ ହେଉ, ସମାନଙ୍କେ ନିମନ୍ତେ ତୁମ୍ଭମାନଙ୍କର ସମାନ ବ୍ଯବସ୍ଥା ହବେ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଦେଶୀ ହେଉ କି ସ୍ଵଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ସମାନ ବ୍ୟବସ୍ଥା ହେବ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ-ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Odia IRV 2017 (ଓଡିଆ ବାଇବେଲ)
ବିଦେଶୀ ହେଉ କି ସ୍ୱଦେଶୀ ହେଉ, ସେମାନଙ୍କ ନିମନ୍ତେ ତୁମ୍ଭମାନଙ୍କର ଏକ ପ୍ରକାର ବ୍ୟବସ୍ଥା ହେବ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”