Leviticus 24:23 — Compare Translations

5 translations compared side by side

Odia - 1840
"ତା'ପରେ ମାଶାେ ଇଶ୍ରାୟେଲ ଇଶ୍ରାୟେଲ ସନ୍ତାନଗଣଙ୍କୁ କହିବାରୁ ସମାନେେ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣିଲେ, ତହୁଁ ଲୋକମାନେ ତାକୁ ପଥର ମାରି ବଧ କଲେ। ଇଶ୍ରାୟେଲ ସନ୍ତାନଗଣ ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ । ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା ଇସ୍ରାଏଲ ସନ୍ତାନଗଣଙ୍କୁ କହିବାରୁ ସେମାନେ ଅଭିଶାପ ଦେଇଥିବା ଲୋକକୁ ଛାଉଣି ବାହାରକୁ ଆଣିଲେ, ତହୁଁ ଲୋକମାନେ ତାକୁ ପଥର ମାରି ବଧ କଲେ। ଇସ୍ରାଏଲ ସନ୍ତାନଗଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଅଭିଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ଇସ୍ରାଏଲ ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଅଭିଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ ସନ୍ତାନଗଣ କର୍ମ କଲେ।