Leviticus 24:3 — Compare Translations

5 translations compared side by side

Odia - 1840
"ହାରୋଣ ସମାଗମ ତମ୍ବୁ ମଧିଅରେ ନିଯମ ସିନ୍ଦୁକ ବିଚ୍ଛଦବେସ୍ତ୍ର ବାହା ରେ ସନ୍ଧ୍ଯା ଠାରୁ ପ୍ରଭାତ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ସମ୍ମୁଖ ରେ ସର୍ବଦା ତାହା ସ୍ଥାପନ କରିବ। ଏହା ତୁମ୍ଭମାନଙ୍କର ବଂଶାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବ୍ଯବସ୍ଥା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣ ସମାଗମ-ତମ୍ଵୁ ମଧ୍ୟରେ ସାକ୍ଷ୍ୟସିନ୍ଦୁକର ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ସମାଗମ-ତମ୍ବୁ ମଧ୍ୟରେ ନିୟମ-ସିନ୍ଦୁକ ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ସର୍ବଦା ତାହା ସ୍ଥାପନ କରିବ। ଏହା ତୁମ୍ଭମାନଙ୍କର ବଂଶାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦ ବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
Odia IRV 2017 (ଓଡିଆ ବାଇବେଲ)
ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।