Leviticus 24:4 — Compare Translations
5 translations compared side by side
Odia - 1840
"ହାରୋଣ ଶୁଦ୍ଧ ସୁବର୍ଣ୍ଣର ଦୀପରୂଖା ଉପରେ ପ୍ରଦୀପ ରଖି ସଦାପ୍ରଭୁଙ୍କ ସମ୍ମୁଖ ରେ ସର୍ବଦା ଜଳାଇ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ଶୁଦ୍ଧ ସୁବର୍ଣ୍ଣର ଦୀପରୁଖା ଉପରେ ପ୍ରଦୀପ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ସର୍ବଦା ଜଳାଇ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ।
Odia IRV 2017 (ଓଡିଆ ବାଇବେଲ)
ସେ ନିର୍ମଳ ଦୀପବୃକ୍ଷ ଉପରେ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ସେହି ପ୍ରଦୀପସକଳ ସ୍ଥାପନ କରିବ।