Leviticus 24:5 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭେ ସରୁ ମଇଦା ନଇେ ତହିଁରେ ବାର ଗୋଟି ପିଠା ପ୍ରସ୍ତୁତ କରିବ, ପ୍ରେତ୍ୟକକ ପିଠା ଏକ ଐଫାର ଦୁଇ ଦଶମାଂଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ, ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।