Leviticus 24:6 — Compare Translations

5 translations compared side by side

Odia - 1840
"ସୁବର୍ଣ୍ଣ ମଜେ ଉପରେ ପ୍ରତି ଧାଡି ରେ ଛଅ ଛଅ କରି ଦୁଇ ଧାଡି ରେ ସହେିସବୁ ପିଠାକୁ ସଦାପ୍ରଭୁଙ୍କ ସମ୍ମୁଖ ରେ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହା ସବୁ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ସୁବର୍ଣ୍ଣ ମେଜ ଉପରେ ପ୍ରତି ଧାଡ଼ିରେ ଛଅ ଛଅ କରି ଦୁଇ ଧାଡ଼ିରେ ସେହିସବୁ ପିଠାକୁ ସଦାପ୍ରଭୁଙ୍କ ସମ୍ମୁଖରେ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହାସବୁ ରଖିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଏକ ଏକ ଧାଡ଼ିରେ ଛଅ ଛଅ, ଏପରି ଦୁଇ ଧାଡ଼ି କରି ସଦାପ୍ରଭୁଙ୍କ ସମ୍ମୁଖରେ ନିର୍ମଳ ମେଜ ଉପରେ ତାହା ସବୁ ରଖିବ।