Leviticus 24:7 — Compare Translations
5 translations compared side by side
Odia - 1840
"ଆଉ ରୋଟୀ ପରିବର୍ତେ ସ୍ମରଣାର୍ଥକ ନବୈେଦ୍ଯରୂପେ ପ୍ରତି ଧାଡିର ଉପରେ ନିର୍ମଳ ସୁବାସିତ ଲୋବାନ୍ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୋଟୀର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ରୋଟୀ ପରିବର୍ତ୍ତେ ସ୍ମରଣାର୍ଥକ ନୈବେଦ୍ୟରୂପେ ପ୍ରତି ଧାଡ଼ିର ଉପରେ ନିର୍ମଳ ସୁବାସିତ ଲୋବାନ୍ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।