Leviticus 24:8 — Compare Translations

5 translations compared side by side

Odia - 1840
"ଯାଜକ ପ୍ରତି ବିଶ୍ରାମବାର ଦିନ ସଦାପ୍ରଭୁଙ୍କ ସମ୍ମୁଖ ରେ ରୋଟୀ ସବୁ ସମୟ ପାଇଁ ରଖିବ। ଇଶ୍ରାୟେଲ ଲୋକମାନଙ୍କ ଦ୍ବାରା ଏହା ଅନନ୍ତକାଳୀନ ବିଧି ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାଜକ ପ୍ରତି ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ପ୍ରତି ବିଶ୍ରାମବାର ଦିନ ସଦାପ୍ରଭୁଙ୍କ ସମ୍ମୁଖରେ ରୋଟୀ ସବୁ ସମୟ ପାଇଁ ରଖିବ। ଇସ୍ରାଏଲ ଲୋକମାନଙ୍କ ଦ୍ୱାରା ଏହା ଅନନ୍ତକାଳୀନ ବିଧି ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକ ପ୍ରତ୍ୟେକ ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକ ପ୍ରତ୍ୟେକ ବିଶ୍ରାମବାର ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିତ୍ୟ ନିତ୍ୟ ସ୍ଥାପନ କରିବ; ଇସ୍ରାଏଲ ସନ୍ତାନଗଣ ପକ୍ଷରେ ଏହା ଅନନ୍ତକାଳୀନ ନିୟମ।