Leviticus 24:9 — Compare Translations
5 translations compared side by side
Odia - 1840
"ସହେି ରୋଟୀ ହାରୋଣ ଓ ତାଙ୍କର ପୁତ୍ର ଗଣଙ୍କର ହବେ। ଆଉ ସମାନେେ ସହେି ରୋଟୀକୁ ଏକ ପବିତ୍ରସ୍ଥାନ ରେ ଭକ୍ଷଣ କରିବା ଉଚିତ୍। କାରଣ ସଗେୁଡିକ ସଦାପ୍ରଭୁଙ୍କ ନବୈେଦ୍ଯର ପବିତ୍ର ଅଂଶ। ଏହି ରୋଟୀ ଚିରଦିନ ପାଇଁ ସମାନଙ୍କେର ଅଂଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରୋଟୀ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କର ହେବ। ଆଉ ସେମାନେ ସେହି ରୋଟୀକୁ ଏକ ପବିତ୍ର ସ୍ଥାନରେ ଭକ୍ଷ୍ୟଣ କରିବା ଉଚିତ୍। କାରଣ ସେଗୁଡ଼ିକ ସଦାପ୍ରଭୁଙ୍କ ନୈବେଦ୍ୟର ପବିତ୍ର ଅଂଶ। ଏହି ରୋଟୀ ଚିରଦିନ ପାଇଁ ସେମାନଙ୍କର ଅଂଶ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।”