Leviticus 25:10 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭେ ପଚାଶତମ ବର୍ଷକୁ ପବିତ୍ରରୂପେ ବିବଚେନା କରିବ। ସମୁଦାଯ ଦେଶ ରେ ପ୍ରେତ୍ୟକକ ବାସିନ୍ଦାମାନଙ୍କ ପ୍ରତି ମୁକ୍ତି ଘାଷେଣା କରିବ। ତାହା ତୁମ୍ଭମାନଙ୍କ ନିମନ୍ତେ ୟୋବଲେ (ମହୋଲ୍ଲାସ ଉତ୍ସବ) ହବେ। ତୁମ୍ଭମାନେେ ସମସ୍ତେ ନିଜ ନିଜର ସମ୍ପତ୍ତି ନିକଟକୁ ଫରେିୟିବ ଓ ପ୍ରେତ୍ୟକକ ନିଜ ନିଜ ବଂଶ ନିକଟକୁ ଫରେିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହୋଲ୍ଲାସ-ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେ ପଗ୍ଭଶତମ ବର୍ଷକୁ ପବିତ୍ରରୂପେ ବିବେଚନା କରିବ। ସମୁଦାୟ ଦେଶରେ ପ୍ରତ୍ୟେକ ବାସିନ୍ଦାମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ। ତାହା ତୁମ୍ଭମାନଙ୍କ ନିମନ୍ତେ ‘ଯୋବେଲ’ (ମହୋଲ୍ଲାସ ଉତ୍ସବ) ହେବ। ତୁମ୍ଭେମାନେ ସମସ୍ତେ ନିଜ ନିଜର ସମ୍ପତ୍ତି ନିକଟକୁ ଫେରିଯିବ ଓ ପ୍ରତ୍ୟେକ ନିଜ ନିଜ ବଂଶ ନିକଟକୁ ଫେରିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୁବ୍‍ଲୀ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।