Leviticus 25:11 — Compare Translations

5 translations compared side by side

Odia - 1840
"ସହେି ପଚାଶତମ ବର୍ଷ ବ୍ଯାପି ତୁମ୍ଭମାନଙ୍କ ନିମନ୍ତେ ୟୋବଲେ ହବେ। ତୁମ୍ଭମାନେେ କ୍ଷେତ୍ର ରେ ଶସ୍ଯ ବୁଣିବ ନାହିଁ କିମ୍ବା ଆପେ ବଢିଥିବା ଶସ୍ଯ କାଟିବ ନାହିଁ ଓ ଅଝଡା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପଚାଶତମ ବର୍ଷ ବ୍ୟାପୀ ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ; କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପଗ୍ଭଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ। ତୁମ୍ଭେମାନେ କ୍ଷେତ୍ରରେ ଶସ୍ୟ ବୁଣିବ ନାହିଁ କିମ୍ବା ଆପେ ବଢ଼ିଥିବା ଶସ୍ୟ କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପଚାଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହି ପଚାଶତମ ବର୍ଷ ବ୍ୟାପୀ ତୁମ୍ଭମାନଙ୍କ ନିମନ୍ତେ ଯୁବ୍‍ଲୀ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।