Leviticus 25:12 — Compare Translations
5 translations compared side by side
Odia - 1840
"କାରଣ ସହେି ବର୍ଷ ମହୋଲ୍ଲାସ-ଉତ୍ସବ ଅଟେ, ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହବେ। ତଥାପି ତୁମ୍ଭମାନେେ କ୍ଷେତ୍ରୋତ୍ପନ୍ନ ଶସ୍ଯାଦି ଖାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହା ଯୋବେଲ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ । ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେହି ବର୍ଷ ମହୋଲ୍ଲାସ-ଉତ୍ସବ ଅଟେ, ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ। ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହା ଯୋବେଲ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ତାହା ଯୁବ୍ଲୀ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।