Leviticus 25:13 — Compare Translations
5 translations compared side by side
Odia - 1840
"ସେ ମହୋଲ୍ଲାସ-ଉତ୍ସବ ବର୍ଷ ରେ ପ୍ରେତ୍ୟକକ ନିଜ ନିଜ ଅଧିକାରକୁ ଫରେିୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯୋବେଲ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମହୋଲ୍ଲାସ-ଉତ୍ସବ ବର୍ଷରେ ପ୍ରତ୍ୟେକ ନିଜ ନିଜ ଅଧିକାରକୁ ଫେରିଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯୋବେଲ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ।
Odia IRV 2017 (ଓଡିଆ ବାଇବେଲ)
ସେହି ଯୁବ୍ଲୀ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ।