Leviticus 25:14 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯେତବେେଳେ ତୁମ୍ଭର ପ୍ରତିବେଶୀ ନିକଟରେ ଜମି ବିକ୍ରଯ କରିବ, ସେତବେେଳେ ତାହା ସହିତ କୌଣସି ପ୍ରତାରଣା କର ନାହିଁ। ପୁଣି ଯେତବେେଳେ କିଣିବ, ତବେେ ତା' ପ୍ରତି ଅନ୍ଯାଯ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ ଆପଣା ପ୍ରତିବାସୀକି କୌଣସି ଭୂମ୍ୟାଦି ବିକ, ଅବା ଆପଣା ପ୍ରତିବାସୀ ହସ୍ତରୁ କିଣ, ତେବେ ତୁମ୍ଭେମାନେ ଏକଆରେକ ପ୍ରତି ଅନ୍ୟାୟ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଯେତେବେଳେ ତୁମ୍ଭର ପ୍ରତିବାସୀ ନିକଟରେ ଜମି ବିକ୍ରୟ କରିବ, ସେତେବେଳେ ତାହା ସହିତ କୌଣସି ପ୍ରତାରଣା କର ନାହିଁ। ପୁଣି ଯେତେବେଳେ କିଣିବ, ତେବେ ତା’ ପ୍ରତି ଅନ୍ୟାୟ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ।