Leviticus 25:15 — Compare Translations
5 translations compared side by side
Odia - 1840
"ତୁମ୍ଭେ ମହୋଲ୍ଲାସ-ଉତ୍ସବ ପରବର୍ଷର ସଂଖ୍ଯା ଅନୁସାରେ ଆପଣା ପ୍ରତିବେଶୀଠାରୁ କିଣିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ଯା ଅନୁସାରେ ସେ ତୁମ୍ଭଠା ରେ ବିକ୍ରଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯୋବେଲ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କିଣିବ ଓ ଫଳ-ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମହୋଲ୍ଲାସ-ଉତ୍ସବ ପରବର୍ଷର ସଂଖ୍ୟା ଅନୁସାରେ ଆପଣା ପ୍ରତିବାସୀଠାରୁ କିଣିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟା ଅନୁସାରେ ସେ ତୁମ୍ଭଠାରେ ବିକ୍ରୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯୋବେଲ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯୁବ୍ଲୀ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ।