Leviticus 25:16 — Compare Translations

5 translations compared side by side

Odia - 1840
"ତୁମ୍ଭେ ମହୋଲ୍ଲାସ-ଉତ୍ସବ ବର୍ଷର ଆଧିକ୍ଯ ଅନୁସାରେ ତହିଁର ମୂଲ୍ଯ ବୃଦ୍ଧି କରିବ ଓ ବର୍ଷର ନ୍ଯୁନତା ଅନୁସାରେ ମୂଲ୍ଯ ଊଣା କରିବ, କାରଣ ସେ ତୁମ୍ଭକୁ ବର୍ଷର ସଂଖ୍ଯା ଅନୁସାରେ ଭୂମି ଜାତ ଦ୍ରବ୍ଯ ବିକ୍ରଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ-ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମହୋଲ୍ଲାସ-ଉତ୍ସବ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତା ଅନୁସାରେ ମୂଲ୍ୟ ଊଣା କରିବ, କାରଣ ସେ ତୁମ୍ଭକୁ ବର୍ଷର ସଂଖ୍ୟା ଅନୁସାରେ ଭୂମି ଜାତ ଦ୍ରବ୍ୟ ବିକ୍ରୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ।