Leviticus 25:17 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ପରସ୍ପର ପ୍ରତି ଅନ୍ଯାଯ କରିବ ନାହିଁ। କିନ୍ତୁ ଆପଣା ପରମେଶ୍ବରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏକଆରେକର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ। କିନ୍ତୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।