Leviticus 25:18 — Compare Translations
5 translations compared side by side
Odia - 1840
"ଆମ୍ଭର ବ୍ଯବସ୍ଥା ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନ ସକଳ ମାନିବ ଓ ପାଳନ କରିବ। ତାହା ହେଲେ ତୁମ୍ଭମାନେେ ଦେଶ ରେ ନିର୍ଭୟ ରେ ବାସ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭର ବ୍ୟବସ୍ଥା ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନ ସକଳ ମାନିବ ଓ ପାଳନ କରିବ। ତାହାହେଲେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ।
Odia IRV 2017 (ଓଡିଆ ବାଇବେଲ)
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନ ସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ।