Leviticus 25:19 — Compare Translations

5 translations compared side by side

Odia - 1840
"ପୁଣି ଭୁମି ରେ ପ୍ରଚୁର ଶସ୍ଯ ଉତ୍ପନ୍ନ ହବେ। ତୁମ୍ଭମାନେେ ତୃପ୍ତି ରେ ଭୋଜନ କରିବ ଓ ଦେଶ ରେ ନିର୍ଭୟ ରେ ବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଭୂମି ନିଜ ଫଳ ଉତ୍ପନ୍ନ କରିବ, ତହିଁରେ ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଭୁମିରେ ପ୍ରଚୁର ଶସ୍ୟ ଉତ୍ପନ୍ନ ହେବ। ତୁମ୍ଭେମାନେ ତୃପ୍ତିରେ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଭୂମି ନିଜ ଫଳ ଉତ୍ପନ୍ନ କରିବ, ତହିଁରେ ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଭୂମି ନିଜ ଫଳ ଉତ୍ପନ୍ନ କରିବ, ତହିଁରେ ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ।