Leviticus 25:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦବୋ, ତୁମ୍ଭମାନେେ ସହେି ଦେଶ ରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଭୂମି ବିଶ୍ରାମ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।