Leviticus 25:20 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କହିପାର, 'ଆମ୍ଭମାନେେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତବେେ ଆମ୍ଭମାନେେ ସପ୍ତମ ବର୍ଷ ରେ କ'ଣ ଖାଇବୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ଯେବେ କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ?
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ କହିପାର, ‘ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କ’ଣ ଖାଇବୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ଯଦି କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ?
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ଯଦି କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ?