Leviticus 25:21 — Compare Translations

5 translations compared side by side

Odia - 1840
"ସେଥିପାଇଁ ତୁମ୍ଭମାନେେ ବ୍ଯସ୍ତ ହୁଅ ନାହିଁ, ଆମ୍ଭେ ଷଷ୍ଠ ବର୍ଷ ରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା ତହିଁରେ ତାହା ତିନିବର୍ଷର ଅମଳ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ତୁମ୍ଭେମାନେ ବ୍ୟସ୍ତ ହୁଅ ନାହିଁ, ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା ତହିଁରେ ତାହା ତିନି ବର୍ଷର ଅମଳ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ।