Leviticus 25:22 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଅଷ୍ଟମ ବର୍ଷ ରେ ଯେତବେେଳେ ବୁଣିବ ସେତବେେଳେ ତୁମ୍ଭମାନେେ ପୁରାତନ ଶସ୍ଯ ଖାଉଥିବ। ତୁମ୍ଭମାନେେ ନବମବର୍ଷ ଫଳ ଉତ୍ପନ୍ନ ହବୋ ପର୍ୟ୍ଯନ୍ତ ସହେି ପୁରାତନ ଶସ୍ଯ ଖାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବାଯାଏ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଅଷ୍ଟମ ବର୍ଷରେ ଯେତେବେଳେ ବୁଣିବ ସେତେବେଳେ ତୁମ୍ଭେମାନେ ପୁରାତନ ଶସ୍ୟ ଖାଉଥିବ। ତୁମ୍ଭେମାନେ ନବମ ବର୍ଷ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ ସେହି ପୁରାତନ ଶସ୍ୟ ଖାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।