Leviticus 25:23 — Compare Translations

5 translations compared side by side

Odia - 1840
"ଭୂମି ଆମ୍ଭର, ତୁମ୍ଭେ ସବୁଦିନ ପାଇଁ ତାକୁ ବିକ୍ରଯ କରିପାରିବ ନାହିଁ। ତୁମ୍ଭମାନେେ କବଳେ ଆମ୍ଭସହିତ ବାସ କରୁଥିବା ବିଦେଶୀ ଓ ପ୍ରବାସୀ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଭୂମି ସଦାକାଳ ନିମନ୍ତେ ବିକା ଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ଭୂସମ୍ପତ୍ତି ଆଇନ “ଭୂମି ଆମ୍ଭର, ତୁମ୍ଭେ ସବୁଦିନ ପାଇଁ ତାକୁ ବିକ୍ରୟ କରି ପାରିବ ନାହିଁ। ତୁମ୍ଭେମାନେ କେବଳ ଆମ୍ଭ ସହିତ ବାସ କରୁଥିବା ବିଦେଶୀ ଓ ପ୍ରବାସୀ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ।