Leviticus 25:26 — Compare Translations

5 translations compared side by side

Odia - 1840
"ଯଦି ସହେି ବ୍ଯକ୍ତିର ନିକଟ ସଂପର୍କୀଯ କହେି ତା'ର ଭୂମି ମୁକ୍ତ କରିବାକୁ ନ ଥାଏ, ତବେେ ସେ ନିଜେ ଅଧିକ ଧନ ଲାଭ କଲାପରେ ତା'ର ଭୂମି ମୁକ୍ତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେବେ ତାହା ମୁକ୍ତ କରିବାକୁ ତାହାର କେହି ନ ଥାଏ ଓ ସେ ବର୍ଦ୍ଧିଷ୍ଣୁ ହୋଇ ତାହା ମୁକ୍ତ କରିବାକୁ ଯଥେଷ୍ଟ ଧନ ପାଏ,
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେହି ବ୍ୟକ୍ତିର ନିକଟ ସମ୍ପର୍କୀୟ କେହି ତା’ର ଭୂମି ମୁକ୍ତ କରିବାକୁ ନ ଥାଏ, ତେବେ ସେ ନିଜେ ଅଧିକ ଧନ ଲାଭ କଲା ପରେ ତା’ର ଭୂମି ମୁକ୍ତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦି ତାହା ମୁକ୍ତ କରିବାକୁ ତାହାର କେହି ନ ଥାଏ ଓ ସେ ବର୍ଦ୍ଧିଷ୍ଣୁ ହୋଇ ତାହା ମୁକ୍ତ କରିବାକୁ ଯଥେଷ୍ଟ ଧନ ପାଏ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦି ତାହା ମୁକ୍ତ କରିବାକୁ ତାହାର କେହି ନ ଥାଏ ଓ ସେ ବର୍ଦ୍ଧିଷ୍ଣୁ ହୋଇ ତାହା ମୁକ୍ତ କରିବାକୁ ଯଥେଷ୍ଟ ଧନ ପାଏ,