Leviticus 25:27 — Compare Translations
5 translations compared side by side
Odia - 1840
"ସେ ଭୂମି ବିକ୍ରୀ ହେଲା ବର୍ଷର ଗଣନା କରୁ ଓ ତଦନୁସା ରେ ଅତିରିକ୍ତ ମୂଲ୍ଯ କ୍ରଯକର୍ତ୍ତାକୁ ଫରୋଇ ଦେଉ। ତହିଁରେ ସେ ପୁନର୍ବାର ନିଜର ଅଧିକାର ଫରୋଇ ନବୋକୁ ୟଥେଷ୍ଟ ଅର୍ଥ ନ ପାଏ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ତହିଁର ବିକ୍ରୟ-ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଭୂମି ବିକ୍ରୀ ହେଲା ବର୍ଷର ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ। ତହିଁରେ ସେ ପୁନର୍ବାର ନିଜର ଅଧିକାର ଫେରି ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ତହିଁର ବିକ୍ରୟ ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ତହିଁର ବିକ୍ରୟ ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ।