Leviticus 25:29 — Compare Translations
5 translations compared side by side
Odia - 1840
"ଆଉ ଯଦି କହେି ପ୍ରାଚୀର ବେଷ୍ଟିତ ନଗରର ମଧ୍ଯବର୍ତ୍ତୀ ବାସଗୃହ ବିକ୍ରଯ କରେ, ତବେେ ସେ ବିକ୍ରଯ ବର୍ଷର ଶଷେ ପର୍ୟ୍ଯନ୍ତ ତାହା ମୁକ୍ତ କରିପାରିବ। ପୂର୍ଣ୍ଣ ଏକ ବର୍ଷ ମଧିଅରେ ତାହା ମୁକ୍ତ କରିବାର ଅଧିକାର ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କେହି ପ୍ରାଚୀରବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯଦି କେହି ପ୍ରାଚୀର ବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ। ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରିବାର ଅଧିକାର ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି କେହି ପ୍ରାଚୀର-ବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି କେହି ପ୍ରାଚୀରବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ।