Leviticus 25:3 — Compare Translations

5 translations compared side by side

Odia - 1840
"ଛଅବର୍ଷ ପର୍ୟ୍ଯନ୍ତ ତୁମ୍ଭମାନେେ ନିଜନିଜ କ୍ଷେତ୍ର ରେ ବୀଜ ବୁଣିବ ଓ ଛଅବର୍ଷ ପର୍ୟ୍ଯନ୍ତ ତୁମ୍ଭମାନେେ ନିଜ ଦ୍ରାକ୍ଷାଲତା ଝାଡିର ଓ ତହିଁର ଫଳ ସଂଗ୍ରହ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ନିଜ ନିଜ କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ନିଜ ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।
Odia IRV 2017 (ଓଡିଆ ବାଇବେଲ)
ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।