Leviticus 25:31 — Compare Translations

5 translations compared side by side

Odia - 1840
"ମାତ୍ର ଗ୍ରାମଗୁଡିକର ଗୃହମାନ ପ୍ରାଚୀର ଦ୍ବାରା ଘରୋଉ ହାଇନୋହିଁ। ସହେି ନିର୍ମିତ ମହୋଲ୍ଲାସ-ଉତ୍ସବ ସମୟରେ ପ୍ରଥମ ବିକ୍ ରତାେ ନିକଟକୁ ଫରେିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହମାନ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ; ତାହା ମୁକ୍ତ ହୋଇପାରେ, ପୁଣି ଯୋବେଲ ସମୟରେ ତାହା ମୁକ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଗ୍ରାମଗୁଡ଼ିକର ଗୃହମାନ ପ୍ରାଚୀର ଦ୍ୱାରା ଘେରାଉ ହୋଇ ନାହିଁ। ସେହି ନିର୍ମିତ ମହୋଲ୍ଲାସ-ଉତ୍ସବ ସମୟରେ ପ୍ରଥମ ବିକ୍ରେତା ନିକଟକୁ ଫେରିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୋବେଲ ସମୟରେ ତାହା ମୁକ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୁବ୍‍ଲୀ ସମୟରେ ତାହା ମୁକ୍ତ ହେବ।