Leviticus 25:32 — Compare Translations

5 translations compared side by side

Odia - 1840
"ମାତ୍ର ଲବେୀୟମାନଙ୍କର ନଗରମାନ, ସଠାେରେ ଥିବା ଗୃହସବୁ ମୁକ୍ତ କରିବାର ଅଧିକାର ସମାନଙ୍କେ ପକ୍ଷ ରେ ଅନନ୍ତକାଳସ୍ଥାଯୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଲେବୀୟମାନଙ୍କର ନଗରମାନ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ଲେବୀୟମାନଙ୍କର ନଗରମାନ, ସେଠାରେ ଥିବା ଗୃହସବୁ ମୁକ୍ତ କରିବାର ଅଧିକାର ସେମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଲେବୀୟମାନଙ୍କର ନଗରସକଳ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଲେବୀୟମାନଙ୍କର ନଗରସକଳ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ।