Leviticus 25:33 — Compare Translations
5 translations compared side by side
Odia - 1840
"ଯଦି କହେି ଲବେୀୟଠାରୁ ଏକ ଗୃହ କ୍ରଯ କରେ ତବେେ ସହେି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହବେ, କାରଣ ଇଶ୍ରାୟେଲୀୟ ମଧିଅରେ ଲବେୀୟମାନଙ୍କ ଗୃହସବୁ ସମାନଙ୍କେର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେବେ କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୋବେଲ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ଲେବୀୟଠାରୁ ଏକ ଗୃହ କ୍ରୟ କରେ ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ମହୋଲ୍ଲାସ-ଉତ୍ସବ ସମୟରେ ମୁକ୍ତ ହେବ, କାରଣ ଇସ୍ରାଏଲୀୟ ମଧ୍ୟରେ ଲେବୀୟମାନଙ୍କ ଗୃହସବୁ ସେମାନଙ୍କର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୋବେଲ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୁବ୍ଲୀ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର।