Leviticus 25:34 — Compare Translations
5 translations compared side by side
Odia - 1840
"ମାତ୍ର ଲବେୀୟମାନଙ୍କ ନଗରର ଗ୍ଭରିପାଖ ରେ ଥିବା କ୍ଷେତ୍ର ଓ ପ୍ରାନ୍ତର ଭୂମି ବିକ୍ରଯ କରାୟିବ ନାହିଁ, କାରଣ ତାହା ସମାନଙ୍କେର ଅନନ୍ତକାଳୀନ ଅଧିକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନଙ୍କ ନଗରର ପ୍ରାନ୍ତର-ଭୂମି ବିକା ଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଲେବୀୟମାନଙ୍କ ନଗରର ଗ୍ଭରିପାଖରେ ଥିବା କ୍ଷେତ୍ର ଓ ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ, କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।