Leviticus 25:35 — Compare Translations

5 translations compared side by side

Odia - 1840
"ଆଉ ଯବେେ ତୁମ୍ଭର ଭାଇ ଦରିଦ୍ର ହାଇୟୋଏ ଓ ଜୀବିକା ନିର୍ବାହ ପାଇଁ ଅକ୍ଷମ ହୁଏ, ତବେେ ତୁମ୍ଭେ ତାହାକୁ ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଧାରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଧାରଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କ୍ରୀତଦାସ ମାଲିକଙ୍କ ପାଇଁ ନିୟମ “ଆଉ ଯେବେ ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ଜୀବିକା ନିର୍ବାହ ପାଇଁ ଅକ୍ଷମ ହୁଏ, ତେବେ ତୁମ୍ଭେ ତାହାକୁ ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଧାରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଯାପନ କରିବ।