Leviticus 25:36 — Compare Translations
5 translations compared side by side
Odia - 1840
"ତୁମ୍ଭେ ତା'ଠାରୁ ଋଣ ବାବଦ ରେ କୌଣସି ସୁଧ ନବେ ନାହିଁ। ମାତ୍ର ଆପଣା ପରମେଶ୍ବରଙ୍କୁ ଭୟ କର ଏବଂ ତୁମ୍ଭର ଭାଇକୁ ତୁମ୍ଭ ସହିତ ଜୀବନଧାରଣ କରିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି ନିଅ ନାହିଁ; ମାତ୍ର ଆପଣା ପରମେଶ୍ଵରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଧାରଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତା’ଠାରୁ ଋଣ ବାବଦରେ କୌଣସି ସୁଧ ନେବ ନାହିଁ। ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର ଏବଂ ତୁମ୍ଭର ଭାଇକୁ ତୁମ୍ଭ ସହିତ ଜୀବନଧାରଣ କରିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଯାପନ କରିବ।