Leviticus 25:37 — Compare Translations

5 translations compared side by side

Odia - 1840
"ତାକୁ ଟଙ୍କା ଧାର ଦଇେ ତା'ଠାରୁ ସୁଧ ଆଦାଯ କର ନାହିଁ। ଆଉ ତାକୁ ଅନ୍ନ ଦଇେ ତା'ଠାରୁ ଲାଭ ଗ୍ରହଣ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତାକୁ ଟଙ୍କା ଧାର ଦେଇ ତା’ଠାରୁ ସୁଧ ଆଦାୟ କର ନାହିଁ। ଆଉ ତାକୁ ଅନ୍ନ ଦେଇ ତା’ଠାରୁ ଲାଭ ଗ୍ରହଣ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ।