Leviticus 25:39 — Compare Translations
5 translations compared side by side
Odia - 1840
"ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହାଇେଥାଏ ଓ ତୁମ୍ଭ ନିକଟରେ ନିଜକୁ ବିକ୍ରଯ କରେ, ତବେେ ତୁମ୍ଭେ ତାହାକୁ ବନ୍ଧା ଦାସପରି ପରିଶ୍ରମ କରାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧା-ଦାସ ପରି ପରିଶ୍ରମ କରାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଥାଏ ଓ ତୁମ୍ଭ ନିକଟରେ ନିଜକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧା-ଦାସ ପରି ପରିଶ୍ରମ କରାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧାଦାସ ପରି ପରିଶ୍ରମ କରାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧା ଦାସ ପରି ପରିଶ୍ରମ କରାଇବ ନାହିଁ।