Leviticus 25:40 — Compare Translations
5 translations compared side by side
Odia - 1840
"ସେ ବର୍ତ୍ତନଜୀବୀ ଓ ପ୍ରବାସୀ ପରି ତୁମ୍ଭ ସହିତ ବାସ କରିବ ଓ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ୟ୍ଯନ୍ତ ତୁମ୍ଭର ଦାସ୍ଯକର୍ମ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବର୍ତ୍ତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ବର୍ତ୍ତନଜୀବୀ ଓ ପ୍ରବାସୀ ପରି ତୁମ୍ଭ ସହିତ ବାସ କରିବ ଓ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।
Odia IRV 2017 (ଓଡିଆ ବାଇବେଲ)
ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୁବ୍ଲୀ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।