Leviticus 25:41 — Compare Translations

5 translations compared side by side

Odia - 1840
"ତା'ପରେ ସେ ନିଜର ସନ୍ତାନଗଣଙ୍କ ସହିତ ତୁମ୍ଭଠାରୁ ମୁକ୍ତ ହାଇେ ନିଜ ବଂଶ ନିକଟକୁ ଓ ତାହାର ପୂର୍ବପୁରୁଷଙ୍କ ଅଧିକାରକୁ ଫରେିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ନିଜର ସନ୍ତାନଗଣଙ୍କ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ନିଜ ବଂଶ ନିକଟକୁ ଓ ତାହାର ପୂର୍ବପୁରୁଷଙ୍କ ଅଧିକାରକୁ ଫେରିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।