Leviticus 25:42 — Compare Translations

5 translations compared side by side

Odia - 1840
"କାରଣ ସମାନେେ ଆମ୍ଭର ଦାସ, ଆମ୍ଭେ ସମାନଙ୍କେୁ ମିଶର ଦେଶରୁ ବାହାର କରି ଆଣିଅଛୁ। ସମାନେେ ପୁନର୍ବାର ଆଉ କ୍ରୀତଦାସ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଅଛୁ। ସେମାନେ ପୁନର୍ବାର ଆଉ କ୍ରୀତଦାସ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।