Leviticus 25:43 — Compare Translations

5 translations compared side by side

Odia - 1840
"ତୁମ୍ଭେ ତାକୁ ଜଣେ ନିଷ୍ଠୁର ସ୍ବାମୀରୂପେ ବ୍ଯବହାର କରିବ ନାହିଁ। ତୁମ୍ଭେ ତୁମ୍ଭର ପରମେଶ୍ବରଙ୍କୁ ଭକ୍ତି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ଵ କରିବ ନାହିଁ; ମାତ୍ର ଆପଣା ପରମେଶ୍ଵରଙ୍କୁ ଭୟ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତାକୁ ଜଣେ ନିଷ୍ଠୁର ସ୍ୱାମୀରୂପେ ବ୍ୟବହାର କରିବ ନାହିଁ। ତୁମ୍ଭେ ତୁମ୍ଭର ପରମେଶ୍ୱରଙ୍କୁ ଭକ୍ତି କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ।