Leviticus 25:44 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭର କ୍ରୀତଦାସ କିମ୍ବା କ୍ରୀତଦାସୀ ଦରକାର ହୁଏ, ତବେେ ତୁମ୍ଭ ଚତୁର୍ଦ୍ଦିଗସ୍ଥ ଅନ୍ୟଦେଶୀଯମାନଙ୍କଠାରୁ କ୍ରୀତଦାସଦାସୀ କିଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ବନ୍ଧା-ଦାସ ଓ ବନ୍ଧା-ଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧା-ଦାସ ଓ ବନ୍ଧା-ଦାସୀ କିଣିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭର କ୍ରୀତଦାସ କିମ୍ବା କ୍ରୀତଦାସୀ ଦରକାର ହୁଏ, ତେବେ ତୁମ୍ଭ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ କ୍ରୀତଦାସଦାସୀ କିଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବନ୍ଧାଦାସ ଓ ବନ୍ଧାଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧାଦାସ ଓ ବନ୍ଧାଦାସୀ କ୍ରୟ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ବନ୍ଧା ଦାସ ଓ ବନ୍ଧା ଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧା ଦାସ ଓ ବନ୍ଧା ଦାସୀ କ୍ରୟ କରିବ।